ଆଦର୍ଶ ଆଚରଣ ବିଧି ଉଲ୍ଲଙ୍ଘନ କରି ଚାକିରିରୁ ହେଲେ ବିଦା

କେନ୍ଦ୍ରାପଡ଼ା,୨।୫:  ଆଦର୍ଶ ଆଚରଣ ବିଧି ଉଲ୍ଲଙ୍ଘନ କରି ଚାକିରିରୁ ହେଲେ ବିଦା । ଶଙ୍ଖ ଫୁଙ୍କି ଓ ହୁଳହୁଳି ପକାଇ ବିଦାହେଲେ ୨ ସିଆରପି । ୨ ସିଆରପି ପୁଷ୍ପାଞ୍ଜଳି ମହାନ୍ତି ଓ ନର୍ମଦା ବସନ୍ତିଆଙ୍କୁ ବିଦା କରାଯାଇଛି । ଅଭିଯୋଗ ପରେ ଉଭୟଙ୍କୁ ବିଦା କଲେ କେନ୍ଦ୍ରାପଡ଼ା ଜିଲ୍ଲାପାଳ । ଏକ ନିର୍ବାଚନୀ ସଭାରେ ଉଭୟ ଶଙ୍ଖ ଫୁଙ୍କିବା ସହ ପକାଇଥିଲେ ହୁଳହୁଳି । ଅଭିଯୋଗ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନେଲେ ଜିଲ୍ଲାପାଳ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!