ଭୁବନେଶ୍ୱର,୨।୫: ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା, ବାରବାଟୀ କଟକରୁ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ବେଗୁନିଆରୁ ପ୍ରକାଶ ଚନ୍ଦ୍ର ରଣ ବିଜୁଳିଙ୍କୁ ଭାଜପା ଟିକେଟ୍ ଦେଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |