ରାଜଧାନୀରେ ଆୟକର ଚଢ଼ାଉ , ୨ କୋଟିରୁ ଅଧିକ ଜବତ

ଭୁବନେଶ୍ୱର,୯।୫: ଭୁବନେଶ୍ବର: ରାଜଧାନୀରେ ବଡ଼ ଧରଣର ଆୟକର ଚଢ଼ାଉ। ୨ କୋଟିରୁ ଅଧିକ ଟଙ୍କା ଜବତ ହୋଇଥିବା କୁହାଯାଉଛି। ବୁଦ୍ଧେଶ୍ବରୀ କଲୋନୀର ପ୍ଲଟ୍ ନମ୍ବର ୭୬୫ରେ ଥିବା ଜୈନ ମିଡ଼ିଆରେ ଏହି ଚଢ଼ାଉ ଜାରି ରହିଛି। ଏହି ଫ୍ଲେକ୍ସ ପ୍ରିଣ୍ଟ୍‌ ପ୍ରେସ୍‌ରେ ‌ରାଜନୈତିକ ଦଳର ପ୍ରଚାର ପାଇଁ ଫ୍ଲେକ୍ସ ପ୍ରିଣ୍ଟ୍‌ କରାଯାଉଥିଲା

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!