ଭୁବନେଶ୍ୱର ,୨୧।୫: ରାଜ୍ୟ ଚଳଚ୍ଚିତ୍ର ଜଗତର ଜଣେ ଜଣାଶୁଣା ଚେହେରା ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ପ୍ରଯୋଜକ ବିଜୟ ପଟ୍ଟନାୟକ ଆଉ ନାହାନ୍ତି । ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ତାଙ୍କର ପରଲୋକ ଘଟିଥିବା ଜଣାପଡ଼ିଛି । ବିଜୟଙ୍କ ବିୟୋଗରେ ସିନେ ଜଗତ ସହ ଜଡ଼ିତ ଅନେକ ଅଭିନେତା, ଅଭିନେତ୍ରୀ, ପ୍ରଯୋଜକ, ନିର୍ଦ୍ଦେଶକ, ଟେକ୍ନିସିଆନ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |