ନାରାୟଣପୁର ସୀମାରେ ଏନକାଉଣ୍ଟର ,୭ ନକ୍ସଲ ନିପାତ

ରାୟପୁର,୨୩।୫:   ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ଛତିଶଗଡ଼ର ବିଜାପୁର ଜିଲ୍ଲା ନାରାୟଣପୁର ସୀମାରେ ବଡ଼ ଧକଣର ଏନକାଉଣ୍ଟର ହୋଇଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ନିପାତ ହେଲେ ୭ ମାଓବାଦୀ । ଅଧିକ ମୃତାହତ ହୋଇଥିବା ଆଶଙ୍କା କରାଯାଉଛି ।  ଛତିଶଗଡ଼ର ବସ୍ତର ଅଞ୍ଚଳରେ ନକ୍ସଲମାନଙ୍କର ଆତଙ୍କ ଶେଷ ହେଉ ନାହିଁ। ନକ୍ସଲମାନେ ସବୁବେଳେ ଗ୍ରାମାଞ୍ଚଳରେ କ୍ଷତିକରିବାକୁ ଉଦ୍ୟମ କରୁଛନ୍ତି। ଏହାରି ମଧ୍ୟରେ ସୁରକ୍ଷାକର୍ମୀଙ୍କୁ ବଡ଼ଧରଣର ସଫଳତା ମିଳିଛି। ସୁରକ୍ଷାବଳଙ୍କ ଗୁଳିରେ ୭ ଜଣ ନକ୍ସଲ ନିପାତ ହୋଇଛନତି। ଦନ୍ତେୱାଡା ଏସ୍‌ପି ଗୌରବ ରାୟ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!