ଭୁବନେଶ୍ୱର,୨୪।୫: ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ଦର୍ଶନ କରିବା ପରେ ଆରବିଆଇ ଗଭର୍ଣ୍ଣରଙ୍କର ପ୍ରତିକ୍ରିୟା ସାମ୍ନାକୁ ଆସିଛି । ସେ କହିଛନ୍ତି ଯେ, ବହୁବର୍ଷ ପରେ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବାର ସୁଯୋଗ ମିଳିଲା । ଆମେ ବହୁ ଭଲରେ ପ୍ରଭୁ ଲିଙ୍ଗରାଜଙ୍କର ଦର୍ଶନ କଲୁ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |