ଭୁବନେଶ୍ୱର,୨୬।୪:ନିର୍ବାଚନ ପ୍ରଚାର ପାଇଁ କେନ୍ଦ୍ରୀୟ ନେତା ଘନ ଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଆସନ୍ତା ୨୯ରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ସେହିପରି ୩୦ରେ ଏମ୍ପି ରାହୁଲ ଗାନ୍ଧୀ ଓଡ଼ିଶା ଆସିବେ।ଏନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି। ଖାର୍ଗେ ମେ ୨୯, ଦିନ ୧୧ଟାରେ ବାଲେଶ୍ୱର ଏବଂ ପରେ ଅପରାହ୍ନ ୩ଟାରେ ଚାନ୍ଦବାଲିରେ ସଭା କରିବେ। ମେ ୩୦, ୧୧ଟାରେ ସିମୁଳିଆ ସାନମହିତପୁରରେ ରାହୁଲ ସଭା କରିବାର କାର୍ଯ୍ୟକ୍ରମ ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |