ବିଦ୍ୟୁତ ଠିକାଦାରଙ୍କ ବାସଭବନରେ ଆଇଟି ରେଡ୍‌

ଯାଯପୁର,୩୦ା୫: ହାଟପାଟଣା ଅଞ୍ଚଳରେ ଆଇଟି ରେଡ୍   । ବିଦ୍ୟୁତ ଠିକାଦାରଙ୍କ ବାସଭବନରେ ଆଇଟି ରେଡ୍ ଜାରି ରହିଛି । ଏହି ରେଡ୍ ଠିକାଦାର ଧରଣୀ ସାହୁଙ୍କ ଘରେ କରାଯାଉଥିବା ଜଣାପଡିଛି । ଗୁପ୍ତ ସୂଚନା ପାଇବା ପରେ ଠିକାଦାର ଧରଣୀ ସାହୁଙ୍କ ଘରେ ୭ଜଣିଆ ଆଇଟି ଟିମର ଚଢାଉ ଚାଲିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!