ରାଏବରେଲିରୁ ବିଜୟୀ ହେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୪।୬: ଲୋକ ସଭା ନିର୍ବାଚନରେ ଉଭୟ କେରଳର ୱାୟନାଡ ଓ ଉତ୍ତର ପ୍ରଦେଶର ରାଏବରେଲି ଆସନରୁ ନିର୍ବାଚନ ଲଢୁଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ରାଏବରେଲିରୁ ବିଜୟୀ ହୋଇଛନ୍ତି। ରାହୁଲ ୪ ଲକ୍ଷରୁ ଅଧିକ ଭୋଟ ବ୍ୟବଧାନରେ ଜିତିଛନ୍ତି। ରାହୁଲ ବିଜୟୀ ହୋଇଥିବାବେଳେ ଭାଜପାର ଦୀନେଶ ପ୍ରତାପ ସିଂଙ୍କୁ ଦ୍ୱିତୀୟ ସ୍ଥାନରେ ଏବଂ ବିଏସପିର ଠାକୁର ପ୍ରସାଦ ଯାଦବ ତୃତୀୟ ସ୍ଥାନରେ ରହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!