ଭୁବନେଶ୍ବର,୫।୬: ମୌସୁମୀ ଆଗାମୀ ୩ରୁ ୪ ଦିନ ଭିତରେ ଓଡ଼ିଶା ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା। ସେ କହିଛନ୍ତି, ମୌସୁମୀ ବାୟୁ ପ୍ରଥମେ ଦକ୍ଷିଣ ଓଡ଼ିଶାକୁ ସ୍ପର୍ଶ କରିବ। ଦକ୍ଷିଣ ଓଡ଼ିଶା ପରେ ରାଜ୍ୟର ଅନ୍ୟ ଅଞ୍ଚଳକୁ ସ୍ପର୍ଶ କରିବ ମୌସୁମୀ। ଓଡ଼ିଶାରେ ମୌସୁମୀ ପ୍ରବେଶ ପାଇଁ ପାଗ ଅନୁକୂଳ ରହିଛି। ମୌସୁମୀ ଓଡ଼ିଶା ଛୁଇଁବା ପରେ ଯେଉଁଭଳି ଭାବରେ ରାଜ୍ୟରେ ଅସହ୍ୟ ତାତି ଅନୁଭୂତ ହେଉଛି, ରାଜ୍ୟରେ ତାତିରୁ ନିସ୍ତାର ମିଳିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |