ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଡାବୁଗାଁ ଠାରେ ନୂତନ ଅଧକ୍ଷଙ୍କ ଯୋଗଦାନ

 

ନବରଙ୍ଗପୁର(ମିହିର ଶଙ୍କର ପାତ୍ର) ,୧।୭:-ଆଜି ଡାବୁଗାଁ ସଦର ମହକୁମା ସ୍ଥିତ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ନୂତନ ଅଧକ୍ଷ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ନାହାକଙ୍କ। ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ପୂର୍ବତନ ଅଧକ୍ଷ ଶଶାଙ୍କ ଶେଖର ତ୍ରିପାଠୀ ଗତକାଲି ଅବସରରେ ଗ୍ରହଣ କରିବା ପରେ ଆଜି ଦିନ 12 ଘଣ୍ଟା ସମୟରେ ଶିକ୍ଷା ବିଭାଗର ଅଧ୍ୟାପକ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ନାହାକ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ନୂତନ ଅଧକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ । ଆଜି ଏହି କାର୍ଯ୍ୟକ୍ରମ ସମୟରେ +3 ଡିଗ୍ରୀ କଲେଜ ଅଧକ୍ଷ ଶଙ୍କର ଗନ୍ତାୟତ ଙ୍କ ସହ କଲେଜର ଅଧ୍ୟାପକ, ଅଧ୍ୟାପିକା ସମସ୍ତ କର୍ମଚାରୀ, ସାମ୍ବାଦିକ ମାନେ ଏଵଂ ଛାତ୍ର ଛାତ୍ରୀ ମାନେ ଉପସ୍ଥିତି ଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!