ଆସାମରେ ବନ୍ୟା , ୪୬ ମୃତ

ନୂଆଦିଲ୍ଲୀ,୪।୭: ଆସାମର ବନ୍ୟା ସ୍ଥିତି ଭୟଙ୍କର ହେଲାଣି।  ବିଗୁଡ଼ିଛି ଆସାମରେ ବନ୍ୟା ସ୍ଥିତି। ବ୍ରହ୍ମପୁତ୍ର ନଦୀରେ ବନ୍ୟା ଯୋଗୁଁ ଜନଜୀବନ ସହ ପଶୁପକ୍ଷୀ ପ୍ରଭାବିତ ହୋଇଛନ୍ତି। ବନ୍ୟା ବିତ୍ପାତ ଯୋଗୁ ୧୯ଟି ଜିଲ୍ଲାରେ ୧୬ ଲକ୍ଷ ଲୋକେ ପ୍ରଭାବିତ ହୋଇଛନ୍ତି। ସେପଟେ ବନ୍ୟା ଯୋଗୁ ବର୍ତ୍ତମାନ ସୁଦ୍ଧା ୪୬ ଜଣଙ୍କ ମୃତ୍ୟୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବନ୍ୟା ପାଣିରେ ବୁଡି ଆଉ ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବ୍ରହ୍ମପୁତ୍ର ନଦୀରେ ବନ୍ୟା ଯୋଗୁଁ ଜନଜୀବନ ସହ ପଶୁପକ୍ଷୀ ପ୍ରଭାବିତ ହୋଇଛନ୍ତି। ବନ୍ୟା ବିତ୍ପାତ ଯୋଗୁ ୧୯ଟି ଜିଲାରେ ୧୬ ଲକ୍ଷ ଲୋକେ ପ୍ରଭାବିତ ହୋଇଛନ୍ତି। ସେପଟେ ବନ୍ୟା ଯୋଗୁ ବର୍ତ୍ତମାନ ସୁଦ୍ଧା ୪୬ ଜଣଙ୍କ ମୃତ୍ୟୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବନ୍ୟା ପାଣିରେ ବୁଡି ଆଉ ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।ଏନଡିଆରଏଫ, ଏସଡିଆରଏଫ, ଅଗ୍ନିଶମ ବିଭାଗ ଏବଂ ସେନା ସହାୟତାରେ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଚାଲିଛି। ରାସ୍ତାଘାଟ ବୁଡି ରହିଥିବାରୁ ଗମନାଗମନରେ ବାଧା ଉପୁଜିଛି। ଏମିତିକି ଅନେକ ବିଲ୍ଡଂର ପ୍ରଥମ ମହଲା ଜଳରେ ବୁଡି ରହିଥିବାରୁ ଲୋକେ ଘରଦ୍ୱାର ଛାଡି ଅନ୍ୟତ୍ର ମୁଣ୍ଡ ଗୁଞ୍ଜିଛନ୍ତି। ସେପଟେ କାଜିରଙ୍ଗା ଜାତୀୟ ଉଦ୍ୟାନରେ ରହୁଥିବା ପ୍ରାଣୀଙ୍କ ଲାଗି ମଧ୍ୟ ବିପଦ ଦେଖାଦେଇଛି। ଚାରିଆଡେ ପାଣି ପଶିଯାଇଛି। ଜାତୀୟ ଉଦ୍ୟାନର ଅନେକ ସ୍ଥାନ ପାଣିରେ ବୁଡି ରହିଛି। ଫଳରେ ହାତୀ, ହରିଣ, ଗଣ୍ଡାଠୁ ଆରମ୍ଭ କରି ଅନେକ ପଶୁପକ୍ଷୀ ଏବେ ଜନବସତି ମୁହାଁ ହୋଇଛନ୍ତି।ନଗାଁଓ ଜିଲ୍ଲାରେ ସ୍ଥିତି ଜଟିଳ ହୋଇଛି। ଅନେକ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି। ବ୍ରହ୍ମପୁତ ନଦୀର ଜଳସ୍ତର ଏବେ ବି ବିପଦ ସଙ୍କେତ ଉପରେ ପ୍ରବାହିତ ହୋଇଥିବାରୁ ସ୍ଥିତି ଆହୁରି ବିଗିଡିବା ନେଇ ଆଶଙ୍କା କରାଯାଉଛି।ଏନଡିଆରଏଫ, ଏସଡିଆରଏଫ, ଅଗ୍ନିଶମ ବିଭାଗ ଏବଂ ସେନା ସହାୟତାରେ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଚାଲିଛି। ରାସ୍ତାଘାଟ ବୁଡି ରହିଥିବାରୁ ଗମନାଗମନରେ ବାଧା ଉପୁଜିଛି। ଏମିତିକି ଅନେକ ବିଲ୍ଡଂର ପ୍ରଥମ ମହଲା ଜଳରେ ବୁଡି ରହିଥିବାରୁ ଲୋକେ ଘରଦ୍ୱାର ଛାଡି ଅନ୍ୟତ୍ର ମୁଣ୍ଡ ଗୁଞ୍ଜିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!