ଭୁବନେଶ୍ୱର,୪।୭: ସିଏମ୍ଓରେ କାର୍ଯ୍ୟରତ ୪ ଜଣ ଅଫିସରଙ୍କୁ ଜିଏ ବିଭାଗକୁ ଫେରାଗଲା । ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ସିଏମ୍ଓରେ କାର୍ଯ୍ୟରତ ଥିଲେ ଏହି ୪ ଜଣ ଅଫିସର । ଜିଏକୁ ଫେରିଲେ ଲାଲା ମନୋଜ କୁମାର ରାୟ, ରବୀନ୍ଦ୍ର କୁମାର ସେଠୀ, ଶୁଭ୍ରାଂଶୁ ମିଶ୍ର ଏବଂ ମନୋଜ କୁମାର ସ୍ବାଇଁ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |