ଆସନ୍ତାକାଲି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୯।୭ : ଗତ ଜୁନ୍‌‌ ୧୨ ତାରିଖରେ ମୋହନ ସରକାର ଶପଥ ଗ୍ରହଣ ଦିନ ପ୍ରଥମ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଥିଲା।ଆସନ୍ତା ବୁଧବାର ରାଜ୍ୟରେ ନବଗଠିତ ବିଜେପି ସରକାରର ଦ୍ୱିତୀୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରାଯିବ ବୋଲି ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଦିନ ୧୧.୩୦ରେ ଅନୁଷ୍ଠିତ ହେବ କ୍ୟାବିନେଟ ବୈଠକ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!