ରାଜଧାନୀର ବାର୍ ମାଲିକଙ୍କୁ ଚେତାବନୀ

ଭୁବନେଶ୍ୱର,୧୨।୭:ଚେକିଂ ସମୟରେ ଏକ ବାରରେ ଅବକାରୀ ଅଧୀକ୍ଷକଙ୍କୁ ଜଣେ ବାର୍ ମାଲିକ ଅସଦାଚରଣ କରିଥିଲେ। ତାଙ୍କୁ ଗିରଫ କରାଯିବା ସହ ସୋ କଜ୍ ନୋଟିସ୍ ମଗାଯାଇଛି। ସବୁ ବାରକୁ ଦିଆଯାଇଛି ଚେତାବନୀ। ସମସ୍ତେ ନିୟମ ମାନିବାକୁ ବାଧ୍ୟ। ଯିଏ ମହିଳା ମାନଙ୍କୁ ଅସଦାଚରଣ କରିବେ ତାଙ୍କ ବିରୋଧରେ ଦୃଢ଼ କର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଅବକାରୀ କମିଶନର ନରସିଂହ ଭୋଳ କହିଛନ୍ତି।ଚେକିଂ ସମୟରେ ଏକ ବାରରେ ଅବକାରୀ ଅଧୀକ୍ଷକଙ୍କୁ ଜଣେ ବାର୍ ମାଲିକ ଅସଦାଚରଣ କରିଥିଲେ। ତାଙ୍କୁ ଗିରଫ କରାଯିବା ସହ ସୋ କଜ୍ ନୋଟିସ୍ ମଗାଯାଇଛି। ସବୁ ବାରକୁ ଦିଆଯାଇଛି ଚେତାବନୀ। ସମସ୍ତେ ନିୟମ ମାନିବାକୁ ବାଧ୍ୟ। ଯିଏ ମହିଳା ମାନଙ୍କୁ ଅସଦାଚରଣ କରିବେ ତାଙ୍କ ବିରୋଧରେ ଦୃଢ଼ କର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଅବକାରୀ କମିଶନର ନରସିଂହ ଭୋଳ କହିଛନ୍ତି।ଶନିବାର ରାତି ପ୍ରାୟ ୧ ଟା ୪୦। ଭୁବନେଶ୍ୱର ଅବକାରୀ ବିଭାଗ କର୍ମଚାରୀ ଅତର୍କିତ ଭାବେ ପଶିଲେ ରାଜଧାନୀରେ ଥିବା ବାର ଓ ପବ୍ ଭିତରେ। ଆଉ ସେଠି ଚାଲିଥିଲା ପାର୍ଟି, ମ୍ୟୁଜିକ। ଆଉ ତାସହ ନିଶାସକ୍ତ ଯୁବ ପୀଢି। ଏମିତିକି ଜୟଦେବ ବିହାର ପାଖରେ ଥିବା ଏକ ବାରରେ ଏତେ ସଂଖ୍ୟାକ ଗହଳି ଦେଖି ପୋଲିସ ଡାକିବାକୁ ବାଧ୍ୟ ହୋଇଥିଲା ଅବକାରୀ ବିଭାଗ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!