ସମ୍ବଲପୁରରେ ରେଳ ଫ୍ଲାଏଓଭର ପ୍ରକଳ୍ପ ପାଇଁ ରେଳ ୨୮୮.୬୧ କୋଟି ଟଙ୍କା ଅନୁମୋଦନ

ଭୁବନେଶ୍ୱର,,୧୮।୭ : ସମ୍ବଲପୁର ଷ୍ଟେସନରୁ ସମ୍ବଲପୁର ସିଟି ଷ୍ଟେସନକୁ ରେଳ ଚଳାଚଳ କ୍ଷେତ୍ରରେ ପ୍ରତିବନ୍ଧକ ଦୂର କରିବା ଉଦେଶ୍ୟରେ 8.10 କିଲୋମିଟର ଦୂରତା ବିଶିଷ୍ଟ ଏକ ରେଳ ଫ୍ଲାଏଓଭର ନିର୍ମାଣ ପାଇଁ ରେଳ ମନ୍ତ୍ରଣାଳୟ 288.61 କୋଟି ଟଙ୍କା ମଞ୍ଜୁର କରିଛି | ଏହି ଗୁରୁତ୍ବପୂର୍ଣ୍ଣ ଭିତ୍ତିଭୂମି ପ୍ରକଳ୍ପ ଟ୍ରେନ୍ ଚଳାଚଳ କ୍ଷେତ୍ରରେ ବୃଦ୍ଧି ଆଣିବା ଏବଂ ଜଟିଳ ମିଳନସ୍ଥଳରେ ଯାତାୟାତକୁ ସୁଗମ କରିବାକୁ ଲକ୍ଷ୍ୟ ରଖିଛି |

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!