ଭୁବନେଶ୍ୱର,୨୦।୭: ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ହେବ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ପରିବେଶର ସୁରକ୍ଷା ପାଇଁ ତାଙ୍କର ଅବଦାନ ସ୍ମରଣୀୟ। ତାଙ୍କ ବିୟୋଗ ସାରା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି|
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |