ନକଲି ସସ୍ କାରଖାନା ଠାବ

ଭୁବନେଶ୍ବର : ଭୀମଟାଙ୍ଗିରେ ଏକ ନକଲି ସସ୍ କାରଖାନା ଠାବ ହୋଇଛି । କମିଶନରେଟ ପୁଲିସ ସ୍ପେଶାଲ ସ୍କ୍ବାଡର ଚଢାଉରେ ଏଠାରୁ କ୍ବିଣ୍ଟାଲ କ୍ବିଣ୍ଟାଲ ନକଲି ଟମାଟୋ ଓ ଚିଲି ସସ୍ ଜବତ ହୋଇଛି । କାରଖାନାରୁ ସସ୍ ତିଆରିରେ ବ୍ୟବହୃତ କଞ୍ଚାମାଲ ସହ ପ୍ୟାକିଂ ସାମଗ୍ରୀ ମଧ୍ୟ ଜବତ ହୋଇଛି । ସସ୍ ଉପରେ ଅମ୍ରିତା କମ୍ପାନୀର ବୋଲି ଷ୍ଟିକର ମରା ଯାଇଛି କିନ୍ତୁ ସେଥିରେ କେବେ ତିଆରି ହୋଇଛି ଏବଂ ଏକ୍ସପାୟରୀ ତାରିଖ ଆଦି ସମ୍ପର୍କରେ କୌଣସି ସୂଚନା ଉଲ୍ଲେଖ ନାହିଁ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!