ଭୁବନେଶ୍ୱର,୨୫ା୭: ରାଜ୍ୟ ସରକାରୀ କର୍ମଚାରୀଙ୍କର ବଢିଲା ମହଙ୍ଗା ଭତ୍ତା । ୯ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ମହଙ୍ଗା ଭତ୍ତା ୨୩୦ ପ୍ରତିଶତରୁ ବଢି ୨୩୯ ପ୍ରତିଶତ ହୋଇଛି । ଏହି ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ ବୋଲି ଘୋଷଣା ହୋଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |