ନୂଆଦିଲ୍ଲୀ, ୨୮।୭:ଆଜି ପ୍ରଧାନମନ୍ତ୍ରୀଙ୍କ ମନ୍ କୀ ବାତ୍ କାର୍ଯ୍ୟକ୍ରମ । ଦିନ ୧୧ଟାରେ ପ୍ରସାରଣ ହେବ ମନ କି ବାତର 112 ତମ ସଂସ୍କରଣ । ରେଡିଓ ମାଧ୍ୟମରେ ଦେଶବାସୀଙ୍କ ସହ ଭାବ ବିନିମୟ କରିବେ ପିଏମ୍ ମୋଦି । ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ମତ ରଖିବେ ପ୍ରଧାନମନ୍ତ୍ରୀ । ଏନେଇ ଦେଶର ବିଭିନ୍ନ ସ୍ଥାନରେ ବ୍ୟାପକ ଆୟୋଜନ କରାଯାଇଛି । ପ୍ରତି ମାସ ଶେଷ ରବିବାରରେ ଦେଶବାସୀଙ୍କୁ ମନର କଥା କହିଥାନ୍ତି ପ୍ରଧାନମନ୍ତ୍ରୀ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |