ଭୁବନେଶ୍ବର,୩୧l୭: ବିଜେଡି ସମର୍ଥନରେ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିବା ମମତା ମହନ୍ତ ଆଜି ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି । ଏନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ହେଲେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ଇସ୍ତଫା ଦେଇଥିବାରୁ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି । ସେପଟେ ମମତାଙ୍କ ପରବର୍ତ୍ତି ପଦକ୍ଷେପ କ’ଣ ରହିବ ତାକୁ ନେଇ ଉକ୍ରଣ୍ଠା ବଢୁଛି
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |