ନବରଙ୍ଗପୁର(ମିହିର ଶଙ୍କର ପାତ୍ର),,୪ା୮:ଆଜି ଅପରାହ୍ନ 3 ଘଣ୍ଟା ସମୟରେ ସ୍ୱାଧୀନତା ଦିବସ ପାଳନ ନିମେନ୍ତେ ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତହେଲା। ଏହି ବୈଠକରେ ଡାବୁଗାଁ ବିଡ଼ିଓ ଶରତ ମାଝୀ, ଡାବୁଗାଁ ବ୍ଲକ ଅଧକ୍ଷା ବୀଣା ମାଝୀ, ନବରଙ୍ଗପୁର ସାଂସଦ ପ୍ରତିନିଧି ଜେ.ରାଜ ଶେଖର ରାଓ, ବିଧାୟକ ପ୍ରତିନିଧି ଏମ ବୁଲୁ ରାଓ, ବିଜେଡି ବ୍ଲକ ସଭାପତି ସୁରେନ୍ଦ୍ର ମିଶ୍ର, ବିଏସଏସଓ ଯତୀନ ପାଣିଗ୍ରାହୀ ସମେତ ସ୍ଥାନୀୟ ଅଂଚଳର ଜନ ପ୍ରତିନ୍ଦିଧି ମାନେ, ବିଭିନ୍ନ ବିଦ୍ୟାଳୟରେ ଶିକ୍ଷକ ଏଵଂ ବ୍ଲକ କର୍ମଚାରୀ ମାନେ ଉପସ୍ଥିତି ଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |