ବଲାଙ୍ଗୀର,୬ା୮: ବଲାଙ୍ଗିର ଜିଲ୍ଲାର ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ନିର୍ଣ୍ଣାୟକ କମିଟି ଲଗ୍ନ ଧାର୍ଯ୍ୟ କରିଛନ୍ତି । ବଲାଙ୍ଗୀର ପାଇଁ ନୂଆଁଖାଇ ଲଗ୍ନ ଧାର୍ଯ୍ୟ, ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସେପ୍ଟେମ୍ବର ୮ତାରିଖ ସକାଳ ୯ଟା ୩୫ରୁ ୧୦ଟା ୭ ଭିତରେ ନବାନ୍ନ ଲାଗି ଲଗ୍ନ ଧାର୍ଯ୍ୟ ହୋଇଛି। ଏହି ସମୟରେ ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବ। ବଲାଙ୍ଗୀର ଜିଲ୍ଲାର ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟିରେ ନିଷ୍ପତ୍ତି ହୋଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |