ଭୁବନେଶ୍ବର, ୧୧।୮: ଆସନ୍ତାକାଲି ଅଗଷ୍ଟ ୧୨ ତାରିଖ (ସୋମବାର)ରେ ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ତଥା ଅଭିଯୋଗ ଶୁଣାଣି ବନ୍ଦ ରହିବ। ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ବୋଲି ଆଜି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |