କେନ୍ଦୁଝର୬।୯: କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରର ସୁପରିଟେଣ୍ଡେଣ୍ଟଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ। ଜେଲ୍ ସୁପରିଟେଣ୍ଡେଣ୍ଟ ସତ୍ୟପ୍ରକାଶ ସ୍ୱାଇଁଙ୍କ ଘରେ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗକୁ ନେଇ ଭିଜିଲାନ୍ସର ଚଢାଉ ।ଜେଲ୍ ସୁପରିଟେଣ୍ଡଣ୍ଟ ସତ୍ୟପ୍ରକାଶ ସ୍ୱାଇଁଙ୍କର କେନ୍ଦୁଝରରେ ଥିବା ବାସଭବନ ସମେତ ୭ଟି ସ୍ଥାନରେ ଚଢାଉ ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |