ଆନ୍ଦୋଳନରତ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୯ା୯: ଆରିଜି କର ମେଡିକାଲ ଲଜ୍ଜା । ଆନ୍ଦୋଳନରତ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ।  କାଲି ସଂଧ୍ୟା ୫ଟା ସୁଦ୍ଧା କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ। ନଚେତ୍ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେଇ ଚେତାବନି ଦେଲେ ସୁପ୍ରିମକୋର୍ଟ।ପୀଡ଼ିତାଙ୍କ ସମସ୍ତ ଫଟୋ ସୋସିଆଲ୍ ମିଡିଆରୁ ହଟାଇବାକୁ ନିର୍ଦ୍ଦେଶ। ସିବିଆଇକୁ ତଦନ୍ତ ପାଇଁ ଆଉ ସପ୍ତାହେ ସମୟ ଦେଲେ ସୁପ୍ରିମକୋର୍ଟ । ଆଉ ଏକ ଷ୍ଟାଟସ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ। ୧୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି। ସାରା ଦେଶରେ ଡାକ୍ତରଙ୍କ ସୁରକ୍ଷା ନେଇ କହିଲେ କୋର୍ଟ। ଜିଲ୍ଲା ସ୍ତର ଓ ବ୍ଲକ ସ୍ତରର ହସ୍ପିଟାଲ ସୁରକ୍ଷା ମଧ୍ୟ କହିଛନ୍ତି କୋର୍ଟ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!