ଭୁବନେଶ୍ୱର,୯।୯: ମଙ୍ଗଳବାର ମାଲକାନଗିରିରେ ସ୍କୁଲ ଏବଂ ଅଙ୍କନଓ୍ବାଡି କେନ୍ଦ୍ର ଛୁଟି ଘୋଷଣା। ପ୍ରବଳ ବର୍ଷା ଯୋଗୁ ଜିଲାପାଳ ସୋମବାର ଛୁଟି ଘୋଷଣା କରିଛନ୍ତି। ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ଏବଂ ସ୍ଥାନୀୟ ଜନସାଧାରଣ ମଧ୍ୟ ପ୍ରଭାବିତ ହୋଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |