କଟକ,୧୨।୯: ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି। ଅକ୍ଟୋବର ୨୭ ତାରିଖରେ ଓଏଏସ୍ ପ୍ରିଲିମ୍ ପରୀକ୍ଷା ନେଇ ଓଡିଶା ଜନସେବା ଆୟୋଗ(ଓପିଏସ୍ସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |