ଭୁବନେଶ୍ୱର,୧୯।୯:ରାଜ୍ୟର ସମସ୍ତ ଜିଲ୍ଲାରେ ହେବ ମେଡିକାଲ କଲେଜ । ଏହି ଘୋଷଣା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଭୁବନେଶ୍ବରରେ ଏକ କାର୍ଯ୍ୟକ୍ରମରେ ମୁକେଶ କହିଛନ୍ତି ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ ଥିବାବେଳେ ତାଳଚେର ଓ କନ୍ଧମାଳରେ ଆଉ ଦୁଇଟି ମେଡିକାଲ କଲେଜ ନିର୍ମାଣ ପାଇପ ଲାଇନରେ ରହିଛି । ତାହା ମଧ୍ୟ ଖୁବଶୀଘ୍ର ଆରମ୍ଭ ହେବ ।ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି, ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ ଅଛି। ତାଳଚେର ଓ କନ୍ଧମାଳରେ ଆଉ ଦୁଇଟି ମେଡିକାଲ କଲେଜ ନିର୍ମାଣ ପାଇପ ଲାଇନରେ ରହିଛି। ତାହା ମଧ୍ୟ ଖୁବଶୀଘ୍ର ଆରମ୍ଭ ହେବ। ଏହାବାଦ ଅନ୍ୟ ସବୁ ଜିଲ୍ଲାରେ ବି ଛିଡ଼ା ହେବ ମେଡିକାଲ କଲେଜ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |