ଡକ୍ଟର ହରିନୀ ଅମରସୁରୀୟା ହେଲେ ଶ୍ରୀଲଙ୍କାର ନୂଆ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୪।୯: ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ ଭାବେ ନ୍ୟାସନାଲ ପିପୁଲ୍ସ ପାୱାରର ସାଂସଦ ଡକ୍ଟର ହରିନୀ ଅମରସୁରୀୟା ଆଜି ଶପଥ ଗ୍ରହଣ କରିଛନ୍ତି। ଆଜି ରାଷ୍ଟ୍ରପତି ସଚିବାଳୟରେ ରାଷ୍ଟ୍ରପତି ଅନୁରା କୁମାର ଦିସାନାୟକେଙ୍କ ଉପସ୍ଥିତିରେ ଶପଥ ଗ୍ରହଣ କରିଛନ୍ତି।ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ ଭାବେ ନ୍ୟାସନାଲ ପିପୁଲ୍ସ ପାୱାରର ସାଂସଦ ଡକ୍ଟର ହରିନୀ ଅମରସୁରୀୟା ଆଜି ଶପଥ ଗ୍ରହଣ କରିଛନ୍ତି। ଆଜି ରାଷ୍ଟ୍ରପତି ସଚିବାଳୟରେ ରାଷ୍ଟ୍ରପତି ଅନୁରା କୁମାର ଦିସାନାୟକେଙ୍କ ଉପସ୍ଥିତିରେ ଶପଥ ଗ୍ରହଣ କରିଛନ୍ତି। ନିର୍ବାଚନର ଗୋଟିଏ ଦିନ ପରେ ଗତକାଲି ଶ୍ରୀ ଦିସାନାୟକେ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!