ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୫।୯:ଓଏଏସ୍‌ ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର। ଅନାମ ଚରଣ ପାତ୍ର ହେଲେ କଟକ ମହାନଗର ନିଗମ କମିଶନର। କଳ୍ପତରୁ ବେହେରା ହେଲେ କଟକ ମହାନଗର ନିଗମ ଅତିରିକ୍ତ କମିଶନର। ପ୍ରଦୀପ କୁମାର ରାଉତ ହେଲେ ଓକାକ ମୁଖ୍ୟ ନିର୍ବାହୀ ଅଧିକାରୀ। ଅଶୋକ କୁମାର ଗଡ଼ତିଆ ହେଲେ ଅତିରିକ୍ତ ଅବକାରୀ କମିଶନର।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!