ମୋ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ବର,୨୫।୯: ଜୀବନ ନେଇଗଲା ‘ମୋ ବସ’। ମୋ ବସ୍ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ଵରର ରଘୁନାଥପୁର ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ମୃତକ ଜଣକ ପାରିକୁଦ ଅଞ୍ଚଳର ହୋଇଥିବାବେଳେ ମୃତକଙ୍କ ନାଁ କ୍ଷୀରୋଦ ପାଢ଼ୀ ବୋଲି ଜଣାପଡ଼ିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି। ସ୍ଥାନୀୟଲୋକେ ଉକ୍ତ ବସକୁ ଅଟକ ରଖିଥିବା ସୂଚନା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!