ଭୁବନେଶ୍ୱର,୨୮ା୯: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ବସିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୫ଟା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କିତ ସଂଶୋଧନ ପ୍ରସ୍ତାବ ସହ ଆଇନ ବିଭାଗର ଦୁଇଟି ପ୍ରସ୍ତାବ କ୍ୟାବିନେଟରେ ଉପସ୍ଥାପିତ ହେବ ବୋଲି କୁହାଯାଉଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |