୧୭।୧୦: କେନ୍ଦ୍ରାପଡା ଲୋକସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ସାଂସଦ ପ୍ରଭାତ ସାମନ୍ତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ସାମନ୍ତରାୟ ଜଣେ ଦକ୍ଷ ରାଜନେତା ତଥା ସମାଜସେବୀ ଭାବରେ ସୁନାମ ଅର୍ଜନ କରିଥିଲେ। କେନ୍ଦ୍ରାପଡା ଲୋକସଭା ନିର୍ବାଚନ ମଣ୍ଡଳୀର ସାଂସଦ ଭାବେ ସେ କେନ୍ଦ୍ରାପଡା ତଥା ରାଜ୍ୟର ସମସ୍ୟାକୁ ସଂସଦରେ ଦକ୍ଷତାର ସହ ଉପସ୍ଥାପନ କରିଥିଲେ। ଜିଲ୍ଲା ତଥା ରାଜ୍ୟର ବିକାଶ ପାଇଁ ଅନେକ ପଦକ୍ଷେପ ନେଇ ସେ ସାଧାରଣ ଲୋକଙ୍କ ଶ୍ରଦ୍ଧା ଭାଜନ ହୋଇପାରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।କେନ୍ଦ୍ରାପଡା ଲୋକସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ସାଂସଦ ପ୍ରଭାତ ସାମନ୍ତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ସାମନ୍ତରାୟ ଜଣେ ଦକ୍ଷ ରାଜନେତା ତଥା ସମାଜସେବୀ ଭାବରେ ସୁନାମ ଅର୍ଜନ କରିଥିଲେ। କେନ୍ଦ୍ରାପଡା ଲୋକସଭା ନିର୍ବାଚନ ମଣ୍ଡଳୀର ସାଂସଦ ଭାବେ ସେ କେନ୍ଦ୍ରାପଡା ତଥା ରାଜ୍ୟର ସମସ୍ୟାକୁ ସଂସଦରେ ଦକ୍ଷତାର ସହ ଉପସ୍ଥାପନ କରିଥିଲେ। ଜିଲ୍ଲା ତଥା ରାଜ୍ୟର ବିକାଶ ପାଇଁ ଅନେକ ପଦକ୍ଷେପ ନେଇ ସେ ସାଧାରଣ ଲୋକଙ୍କ ଶ୍ରଦ୍ଧା ଭାଜନ ହୋଇପାରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |