ଭୁବନେଶ୍ବର ବିମାନ ବନ୍ଦରରେ ବୋମା ଆତଙ୍କ

ଭୁବନେଶ୍ୱର,୨୪।୧୦:   ଭୁବନେଶ୍ବର ବିମାନ ବନ୍ଦରରେ ବୋମା ଆତଙ୍କ। ବିମାନ ବନ୍ଦରରେ ବୋମା ଥିବା ନେଇ ଧମକପୂର୍ଣ୍ଣ କଲ୍‌ । ଧମକପୂର୍ଣ୍ଣ କଲ୍‌ ପରେ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଆଲର୍ଟ ଜାରି କରାଯାଇଚି। ବିମାନ ବନ୍ଦରରେ କଡ଼ାକଡି  ଯାଞ୍ଚ କରାଯାଉଛି। ବିମାନ ବନ୍ଦରରେ ବୋମା ଥିବା ନେଇ ଧମକପୂର୍ଣ୍ଣ କଲ୍‌ ମିଳିବା ପରେ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଆଲର୍ଟ କରାଯାଇଛି। ବିମାନବନ୍ଦରରେ କଡ଼ାକଡ଼ି ଯାଞ୍ଚ କରାଯାଉଛି।ଭୁବନେଶ୍ୱର ସହିତ ଝାରସୁଗୁଡ଼ା ବିମାନ ବନ୍ଦରରେ ବି ବୋମା ଆତଙ୍କ । ବୋମା ଆତଙ୍କ ପରେ ଝାରସୁଗୁଡ଼ା ବିମାନ ବନ୍ଦରରେ ଖାନତଲାସି ଜାରି । ବେଙ୍ଗଲୁରୁ-ଝାରସୁଗୁଡ଼ା ଇଣ୍ଡିଗୋ ବିମାନରେ ବୋମା ଗୁଜବ ହୋଇଥିଲା । ବିମାନଟି ଝାରସୁଗୁଡ଼ାରେ ଓହ୍ଲାଇବା ପରେ ଡଗ୍‌ ସ୍କ୍ବାଡ୍‌ ଦ୍ବାରା ଯାଞ୍ଚ କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!