ଭୁବନେଶ୍ୱର,୨୭ା୧୦:ଦିନିକିଆ ଓଡିଶା ଗସ୍ତରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ଲୋକସଭା ବାଚସ୍ପତି ଓମ୍ ବିର୍ଲା । ଭୁବନେଶ୍ୱରରେ ପହଞ୍ଚିଲେ ଲୋକସଭା ବାଚସ୍ପତି ଓମ୍ ବିର୍ଲା। ସେ ଦିନିକିଆ ଗସ୍ତରେ ଓଡ଼ିଶା ଆସିଛନ୍ତି। ଏକ ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ରମରେ ସେ ସାମିଲ ହେବେ। ଆଜି ଏକ ବିଶ୍ଵବିଦ୍ୟାଳୟର କାର୍ଯ୍ୟକ୍ରମରେ ଯୋଗଦାନ କରିବା ସହ ବିଦ୍ୟାର୍ଥୀମାନଙ୍କ ସହ କରିବେ ଆଲୋଚନା। ଭାରତୀୟ ଯୁବକଙ୍କ ରାଷ୍ଟ୍ର ଗଠନରେ କଣ ଯୋଗଦାନ ରହିଛି ସେ ନେଇ ଆଲୋଚନା ହେବ । ଏହା ସହ ଭୁବନେଶ୍ୱରରେ କିଛି ଲୋକପ୍ରତିନିଧିଙ୍କ ସହ ଭେଟିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ଓମ୍ ବିର୍ଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |