ନବରଙ୍ଗପୁର(ମିହିର ଶଙ୍କର ପାତ୍ର),,୨୮ା୧୦ :- ରାଉଁଲିଗୁଡା ଠାରେ ବିଜେଡି ଦଳର ବରିଷ୍ଟ ନେତା ତଥା ସମାଜସେବୀ ମଣ୍ଟୁ ପରିଡାଙ୍କ ଦ୍ୱାରା ସାମ୍ବାଦିକ ମାନଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଲା। ଏହି କାର୍ଯ୍ୟକ୍ରମ ସମୟରେ ସାମ୍ବାଦିକ ମାନଙ୍କ ବିଭିନ୍ନ ମୌଳିକ ସମସ୍ୟା ବିଷୟରେ ଆଲଚନା ହୋଇଥିଲା। ଆଜିର ଏହି କାର୍ଯ୍ୟକ୍ରମ ରେ ଡାବୁଗାଁ ଏଵଂ ପାପଡାହାଣ୍ଡି ଅଂଚଳର ବରିଷ୍ଟ ସାମ୍ବାଦିକ ମାନେ ଯୋଗ ଦେଇଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |