କୋରାପୁଟ,,୫।୧୧:କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀଙ୍କ ପରଲୋକ ଘଟିଛି। ଭୁବନେଶ୍ୱର ସ୍ଥିତ AIIMS ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ପ୍ରାୟ ୩ ମାସ ହେବ AIIMSରେ ଚିକିତ୍ସାଧୀନ ଥିଲେ। ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଛି। ୨୦୦୮ ମସିହା ଉପନିର୍ବାଚନରେ କଂଗ୍ରେସ ଟିକଟରୁ ବିଜୟୀ ହୋଇଥିଲେ ପୂର୍ଣ୍ଣଚନ୍ଦ୍ର। ସେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |