ନୂଆଦିଲ୍ଲୀ,୫।୧୧:ଆସନ୍ତା ୨୦ ତାରିଖରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାପୂର୍ବରୁ ୧୯୯୦ ବ୍ୟାଚ୍ର ଆଇପିଏସ ସଞ୍ଜୟ କୁମାର ବର୍ମାଙ୍କୁ ରାଜ୍ୟର ପୁଲିସ୍ ମହାନିର୍ଦ୍ଦେଶକ ବା ଡିଜିପି ଭାବେ ନିଯୁକ୍ତି ମିଳିଛି। ବର୍ତ୍ତମାନ ଆଇପିଏସ ବର୍ମା ଲିଗାଲ ଓ ଟେକ୍ନିକାଲ ମହାନିର୍ଦ୍ଦେଶକ ଭାବେ କାମ କରୁଛନ୍ତି। ତତ୍କାଳ ଭାବେ ତାଙ୍କୁ ମହାରାଷ୍ଟ୍ର ଡିଜିପି କରାଯାଇଛି। ରଶ୍ମୀ ଶୁକ୍ଳାଙ୍କ ସ୍ଥାନରେ ସେ ଏବେ କାର୍ଯ୍ୟ କରିବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |