ଭୁବନେଶ୍ୱର ,,୭।୧୧: କମିଲା ସୁନା ଦର। ସୁନା ଦର ମୋଟ ୧୮୦୦ ଟଙ୍କା ହ୍ରାସ ପାଇଛି । ତେବେ ପୂର୍ବରୁ ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ୍କୁ ଦର ୭୩, ୮୦୦ ଟଙ୍କାରେ ବିକ୍ରି ହୋଉଥିବାବେଳେ ଏବେ ୨୨ କ୍ୟାରେଟ ଦର ରହିଛି ୭୨ ହଜାର ।୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ୍କୁ ୭୨,୩୦୦ ଟଙ୍କା । ପୂର୍ବରୁ ଭୁବନେଶ୍ୱରରେ ୨୨ କ୍ୟାରେଟ୍ର ଦର ଥିଲା ୭୩,୮୦୦ ଟଙ୍କା ।୨୨ କ୍ୟାରେଟ୍ ଦାମ୍ ବେଙ୍ଗାଲୁରୁରେ ୭୨,୦୫୦ ଟଙ୍କା ଓ ୨୪ କ୍ୟାରେଟ୍ ଦାମ୍ ୭୮,୬୧୦ଟଙ୍କା ।ଚେନ୍ନାଇରେ ୨୨ କ୍ୟାରେଟ୍ ଦାମ୍ ୭୨,୧୫୦ ଟଙ୍କା ଓ ୨୪ କ୍ୟାରେଟ୍ ଦାମ୍ ୭୮,୭୧୦ ଟଙ୍କା । ଦିଲ୍ଲୀରେ ୨୨ କ୍ୟାରେଟ୍ ଦାମ୍ ୭୨,୧୫୦ ଟଙ୍କା ଓ ୨୪ କ୍ୟାରେଟ୍ ଦାମ୍ ୭୮,୭୧୦ । ମୁମ୍ବାଇରେ ୨୨ କ୍ୟାରେଟ୍ ଦାମ୍ ୭୨,୦୦୦ ଟଙ୍କା ଓ ୨୪ କ୍ୟାରେଟ୍ ଦାମ୍ ୭୮,୫୬୦ ଟଙ୍କା ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |