ଶ୍ରୀ ଅନ୍ନ ଅଭିଯାନ ଅଧୀନରେ କୋରାପୁଟ ଶ୍ରେଷ୍ଠ

କୋରାପୁଟ,୧୦ା୧୧:ଶ୍ରୀ ଅନ୍ନ ଅଭିଯାନ ଅଧୀନରେ କୋରାପୁଟ ଶ୍ରେଷ୍ଠ |ଭୁବନେଶ୍ୱରଠାରେ ରାଜ୍ୟ କୃଷି ବିଭାଗ ପକ୍ଷରୁ ରବିବାର ଶ୍ରୀ ଅନ୍ନ ପ୍ରଦର୍ଶନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସର୍ବୋଚ୍ଚ ମିଲେଟ(କ୍ଷୁଦ୍ର ଶସ୍ୟ) କଭରେଜ, ମିଲେଟ(କ୍ଷୁଦ୍ର) ଉତ୍ପାଦନ ଏବଂ ମାଣ୍ଡିଆ କ୍ରୟ ପାଇଁ ଶ୍ରୀ ଅନ୍ନ ଅଭିଯାନ ଅଧୀନରେ କୋରାପୁଟ ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲା ଭାବରେ ପୁରସ୍କୃତ ହୋଇଛି। କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ସମେତ ବିଭାଗୀୟ ସଚିବ ଓ ଅଧିକାରୀ ଉପସ୍ଥିତ ଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!