ଭୁବନେଶ୍ୱର,୧୧।୧୧: ୧୫ ତାରିଖ ଅର୍ଥାତ କାର୍ତ୍ତିକ ପୂର୍ଣ୍ଣିମାଠାରୁ ରାଜ୍ୟରେ ଶୀତ ପ୍ରକୋପ ବଢ଼ିବାର ସମ୍ଭାବନା ରହିଛି । ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜିଠୁ ଅଳ୍ପ ଅଳ୍ପ ରାଜ୍ୟରେ ଶୀତର ପ୍ରକୋପ ଆରମ୍ଭ ହେଲାଣି ।ଉପକୂଳ ଓଡ଼ିଶା ସହ କିଛି ଜାଗାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ଉପକୂଳ ଓ ମୟୂରଭଞ୍ଜ, କେନ୍ଦୁଝରରେ ହାଲୁକା ବର୍ଷା ସମ୍ଭାବନା ପାଣିପାଗ ବିଭାଗ ସତର୍କ କରାଇଛି। ଅନ୍ୟପକ୍ଷେ ପାଗ ବଦଳୁଛି । ୧୫ ତାରିଖ ଅର୍ଥାତ କାର୍ତ୍ତିକ ପୂର୍ଣ୍ଣିମାଠାରୁ ରାଜ୍ୟର ଶୀତର ପ୍ରକୋପ ବିଢ଼ିବାର ସମ୍ଭାବନା ରହିଛି। ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |