ମହାକାଳପଡ଼ା,୧୮।୧୧: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ସ୍ଥିତ ବିଜୟନଗର ଗ୍ରାମରେ ଦୁଇ ବଖରା ଘର ପୋଡ଼ିଯାଇଥିଲା । ରବିବାର ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଏହି ଅଗ୍ନିକାଣ୍ଡରେ ଦୁଇଟି ପରିବାରର ୫ ବଖରା ଘର ଜଳି ଯାଇଥିଲା । ଫଳରେ ଅସବାପତ୍ର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଥିଲା । ତେବେ କେଉଁ କାରଣ ପାଇଁ ଅଗ୍ନିକାଣ୍ଡ ଘଟିଥିଲା କିଛି ସ୍ପଷ୍ଟ ହୋଇନାହିଁ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |