ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ,୨୩ରେ ଉତ୍ତର-ଉତ୍ତରପଶ୍ଚିମ ମୁହାଁ

ଭୁବନେଶ୍ୱର,ଭୁବନେଶ୍ୱର,୨୨।୧୧:  ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା । ‘୨୩ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ଉତ୍ତର-ଉତ୍ତରପଶ୍ଚିମ ମୁହାଁ ହୋଇ ଅବପାତରେ ପରିଣତ ହେବ ।୨୩ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଉତ୍ତର-ଉତ୍ତରପଶ୍ଚିମ ମୁହାଁ ହୋଇ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ। ତମିଲନାଡ଼ୁ ଓ ଶୀଲଙ୍କା ପାଖାପାଖି ଅଞ୍ଚଳରେ ବର୍ଷା ହେବ। ବାତ୍ୟା ରୂପ ନେବ କି ନାହିଁ ଲଘୁଚାପ ହେବା ପରେ ହିଁ ସ୍ପଷ୍ଟ ହେବ। ପ୍ରଭାବରେ ତାମିଲନାଡ଼ୁ ଓ ଶୀଲଙ୍କା ପାଖାପାଖି ଅଞ୍ଚଳରେ ବର୍ଷା ହେବ । ବାତ୍ୟା ରୂପ ନେବ କି ନାହିଁ ଲଘୁଚାପ ହେବା ପରେ ହିଁ ସ୍ପଷ୍ଟ ହେବ । ଓଡ଼ିଶା ଉପରେ ଏହାର ସିଧା ସଳଖ ପ୍ରଭାବ ନାହିଁ । ୨୭, ୨୮ ବେଳକୁ କିଛି ଜିଲ୍ଲାରେ କାଁ ଭାଁ ବର୍ଷା ହୋଇପାରେ ।’

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!