ମୁମ୍ବାଇ,୫ା୧୨:ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡନାବିସ ନେଲେ ଶପଥ । ମୁମ୍ବାଇର ଆଜାଦ ମୈଦାନରେ କେନ୍ଦ୍ର ନେତୃତ୍ୱ, ଆରଏସଏସ ଶୀର୍ଷ ନେତୃତ୍ୱଙ୍କ ଉପସ୍ଥିତିରେ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀଭାବା ଶପଥ ଗ୍ରହଣ କଲେ ଫଡନାବିସ । ଏଥିସହ ଉପମୁଖ୍ୟମନ୍ତ୍ରୀ ଭାବେ ଅଜିତ ପାୱାର ଓ ଏକନାଥ ସିନ୍ଦେ ମଧ୍ୟ ଶପଥ ପାଠ କରାଇଛନ୍ତି ମହାରାଷ୍ଟ୍ରର ରାଜ୍ୟପାଳ । ଶପଥପାଠ ପରେ ସମସ୍ତେ ଦେବେନ୍ଦ୍ର ତଥା ଦୁଇ ଉପମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |