ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଲା RBI

ନୂଆଦିଲ୍ଲୀ,,୬ା୧୨:ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌ । ପୁଣି ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଲା RBI । ଲଗାତାର ୧୧ ଥର ପାଇଁ ରେପୋ ରେଟ୍‌ ଅପରିବର୍ତ୍ତିତ । ୬.୫%ରେ ରେପୋ ରେଟ୍‌ ଅପରିବର୍ତ୍ତିତ । ଅପରିବର୍ତ୍ତିତ ନେଇ RBI ଗଭର୍ଣ୍ଣରଙ୍କ ଶକ୍ତିକାନ୍ତ ଦାସ ସୂଚନା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!