ଯକ୍ଷ୍ମା ମୁକ୍ତ ଭାରତ , ଆରମ୍ଭ ହେଲା ୧୦୦ ଦିନିଆ ଅଭିଯାନ

ନୂଆଦିଲ୍ଲୀ,୭।୧୨: ଦେଶରେ ଯକ୍ଷ୍ମା ନିରାକରଣ ପ୍ରୟାସ ସ୍ୱରୂପ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଆଜି ହରିୟାଣାର ପଞ୍ଚକୁଲାଠାରେ ହରିୟାଣା ମୁଖ୍ୟମନ୍ତ୍ରୀ ନୟାବ ସିଂ ସାଇନି ଏବଂ ହରିୟାଣାର ସ୍ୱାସ୍ଥ୍ୟମନ୍ତ୍ରୀ ଆରତି ସିଂ ରାଓଙ୍କ ଉପସ୍ଥିତିରେ ୧୦୦ ଦିନିଆ ଯକ୍ଷ୍ମା ନିରାକରଣ ଅଭିଯାନର ଶୁଭାରମ୍ଭ କରିଛନ୍ତି। ପ୍ରତାପରାଓ ଯାଦବ ଏବଂ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଅନୁପ୍ରିୟା ପଟେଲ ମଧ୍ୟ ଭର୍ଚୁଆଲ୍ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଦେଶର ୩୪୭ଟି ଜିଲ୍ଲାରେ କାର୍ଯ୍ୟକାରୀ ହେବାକୁ ଥିବା ଏହି ଅଭିଯାନର ଲକ୍ଷ୍ୟ ହେଉଛି ନିଖୋଜ ଯକ୍ଷ୍ମା ରୋଗୀଙ୍କୁ ଖୋଜିବା ଓ ଚିକିତ୍ସା କରିବା, ବିଶେଷକରି ଉଚ୍ଚ ବିପଦଗ୍ରସ୍ତ ଗୋଷ୍ଠୀରେ ଏବଂ ଯକ୍ଷ୍ମା ମୃତ୍ୟୁକୁ ଯଥେଷ୍ଟ ହ୍ରାସ କରିବା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!