ବିଧାନସଭାରେ ଆଜି ନାମାଙ୍କନ ଦାଖଲ କରିବେ ସୁଜିତ କୁମାର

ଭୁବନେଶ୍ୱର,୯ା୧୨:ଆଜି ପାଇଁ ନାମାଙ୍କନ ଭରିବେ ସୁଜିତ କୁମାର। ବିଧାନସଭାରେ ନାମାଙ୍କନ ଦାଖଲ କରିବେ। ବିଜେପି ରୁ ରାଜ୍ୟସଭା ପ୍ରାର୍ଥୀ ଭାବେ ସେ ନାମାଙ୍କନ ଭରିବେ। ବିଜେଡିର ରାଜ୍ୟସଭା ସାଂସଦ ଥିବା ସୁଜିତ କୁମାର ସେପ୍ଟେମ୍ବର ୬ରେ  ବିଜେଡି  ଇସ୍ତଫା ଦେଇ ବିଜେପିରେ ସାମିଲ ହୋଇଛନ୍ତି। ଏହାପୂର୍ବରୁ ମମନ୍ତା ମହନ୍ତ ବି ବିଜେଡି ଛାଡ଼ି ବିଜେପି ଆସିବା ପରେ ପୁଣି ତାଙ୍କୁ ଦଳ ରାଜ୍ୟସଭା ପଠାଇଛି। ସମାନ ଫମୁର୍ଲା ଭାବେ ସୁଜିତଙ୍କୁ ପୁଣି ଥରେ ବିଜେପି ରାଜ୍ୟସଭା ପଠାଇବାକୁ ଯୋଜନା କରିଛି। ଏପ୍ରିଲ ୨୦୨୬ ଯାଏଁ ରହିଛି ସୁଜିତ କୁମାର କାର୍ଯ୍ୟକାଳ। ସେପଟେ ଆସନ୍ତାକାଲି ନାମାଙ୍କନ ଦାଖଲ ଶେଷ ତାରିଖ ଥିବା ବେଳେ ୨୦ ତାରିଖରେ ହେବ ନିର୍ବାଚନ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!