ଆଜି ବି ସରଗରମ ବିଧାନସଭା, ୧୧ଟା ୩୦ ଯାଏଁ ଗୃହ ମୁଲତବି

ଭୁବନେଶ୍ଵର,,୧୦ା୧୨ : ଆଜି ବି ସରଗରମ   ବିଧାନସଭା। ପ୍ରଶ୍ନକାଳ ପ୍ରାରମ୍ଭରୁ ଶାସକ ଏବଂ ବିରୋଧୀଙ୍କ ମଧ୍ୟରେ ହଟ୍ଟଗୋଳ । ଏମବିକେ, ସିଆରପି ଓ ବ୍ୟାଙ୍କ ମିତ୍ର ପ୍ରସଙ୍ଗରେ ଆଲୋଚନା ଦାବି । ବିଜେଡି ସହ ସମର୍ଥନ ଜଣାଇ ହୋହାଲ୍ଲା କରିଥିଲା କଂଗ୍ରେସ । ବାଚସ୍ପତିଙ୍କ ପୋଡିୟମ ତଳେ ବିଜେଡି ଓ କଂଗ୍ରେସ ନାରାବାଜି ପ୍ରଦର୍ଶନ କରିଥିଲେ । ପୂର୍ବାହ୍ନ ୧୧ଟା ୩୦ ଯାଏଁ ଗୃହ ମୁଲତବି ଘୋଷଣା କଲେ ବାଚସ୍ପତି ସୁରମା ପାଢୀ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!