ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଅଙ୍ଗନବାଡ଼ି କର୍ମୀ

ଭୁବନେଶ୍ଵର,୧୬।୧୨: ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଅଙ୍ଗନବାଡ଼ି ର୍କମୀ। ନିଖିଳ ଓଡ଼ିଶା ଅଙ୍ଗନବାଡ଼ି କର୍ମୀ ସଂଘ ପକ୍ଷରୁ ସୋମବାର ଭୁବନେଶ୍ଵର ଲୋୟର ପିଏମଜିରେ ଗଣଧାରଣା ଓ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି। ସରକାରୀ ମାନ୍ୟତା ସାଙ୍ଗକୁ ଦରମା ବୃଦ୍ଧି, ବହିଷ୍କାର ହୋଇଥିବା କର୍ମୀଙ୍କୁ ପୁନଃନିଯୁକ୍ତି ସମେତ ୧୧ ଦଫା ଦାବିରେ ହଜାର ହଜାର ସଂଖ୍ୟକ ଅଙ୍ଗନବାଡ଼ି କର୍ମୀ ଏବଂ ସହାୟିକା ଏକ ବିରାଟ ପଟୁଆରରେ ବିଧାନସଭା ଅଭିମୁଖେ ଯାତ୍ରା କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!